ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ